ମେଷ: ସୁଖସମ୍ପଦ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଜୀବନରେ କିଛି ସକାରାତ୍ମକ ପରିବର୍ତ୍ତନ ଆସିପାରେ। କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ଦୃଷ୍ଟିରୁ ଏହି ସମୟ ଅନୁକୂଳ। ଅଟକି ରହିଥିବା ଟଙ୍କା ଫେରସ୍ତ ପାଇପାରନ୍ତି। ଯଦି ଆପଣ ଏକ…
ମେଷ : ସପ୍ତମ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତ କର୍ମରେ…
ମେଷ : ଷଷ୍ଠ ଚନ୍ଦ୍ର ଓ ରବି ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ମନରେ ପ୍ରସନ୍ନତା,…
ମେଷଆଜିର କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବା ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଘର ଲୋକଙ୍କ ଅପେକ୍ଷା ପର ଲୋକଙ୍କ ସାହାଯ୍ୟ, ସହଯୋଗ ଅନୁଭୂତ ହେବ। କୃତିକା ନକ୍ଷତ୍ର ପରିଜନଙ୍କ ସହ ଦୂରଯାତ୍ରା, ଗୃହାରମ୍ଭ ଏବଂ ବନ୍ଧୁସମ୍ପର୍କ କ୍ଷେତ୍ରରୁ ଶୁଭଫଳ ପାଇବେ।…
ମେଷଆଜି ଦିନଟି ବହୁତ ଭଲ। ପାରିବାରିକ ପରିସ୍ଥିତି ଶାନ୍ତ ରହିବ। କର୍ମକ୍ଷେତ୍ରର ବିବାଦ ସମାଧାନ କରି ଆଶ୍ୱସ୍ତି ଲାଭ କରିବେ। ପ୍ରତିଦ୍ୱନ୍ଦ୍ୱିତା ଏବଂ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟ, ପରିବହନ ଓ ନିର୍ମାଣ କାର୍ଯ୍ୟରେ ସମସ୍ୟାର ସମ୍ମୁଖୀନ ହେବେ। ଅଧସ୍ତନ…
ମେଷଆଜି ଗୁରୁଚାନ୍ଦ୍ରୀ ଯୋଗରୁ ମନ ପ୍ରଫୁଲ୍ଲ ରହିବ। ନୂଆ ଯୋଜନାର ଶୁଭାରମ୍ଭ କରିପାରନ୍ତି। ବ୍ୟବସାୟିକ ସଫଳତା ମିଳିବ। ଆତ୍ମୀୟଙ୍କ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ଭୁଲ୍ ବୁଝାମଣାରୁ ପାରିବାରିକ ଅଶାନ୍ତି ସୃଷ୍ଟି ହେବ। ବ୍ୟବସାୟିକ ସଫଳତା ପାଇବେ, ଆନୁଷ୍ଠାନିକ କାମରେ ନିୟୋଜିତ…
ମେଷନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ। ପାରିବାରିକ ଶାନ୍ତି ସାଙ୍ଗକୁ ବନ୍ଧୁମିଳନର ସୁଯୋଗ ଜୁଟିବ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି, ପଡ଼ୋଶୀଙ୍କ କୁତ୍ସାରଟନା,ଦର୍ଶନୀୟସ୍ଥାନକୁ ଯାତ୍ରା କରିବେ।…
ମେଷ ରାଶି:ଆଜି ପରିବାର ପ୍ରତି ଆପଣଙ୍କର କର୍ତ୍ତବ୍ୟବୋଧ ବୃଦ୍ଧି ପାଇବ, ଯାହା ଆପଣଙ୍କୁ ଆତ୍ମସନ୍ତୋଷ ପ୍ରଦାନ କରିବ। କିଛି ଜ୍ଞାନୀ ବ୍ୟକ୍ତିଙ୍କ ସହ ଆଲୋଚନା କରିବା ଦ୍ଵାରା ଆପଣଙ୍କୁ ମହତ୍ଵପୂର୍ଣ୍ଣ ପରାମର୍ଶ ମିଳିପାରେ, ଯାହା ଭବିଷ୍ୟତରେ ମାଇଲଖୁଣ୍ଟ ସଦୃଶ ହେବ। କାର୍ଯ୍ୟକ୍ଷେତ୍ରରେ…
ମେଷ: ଦ୍ୱାଦଶଚନ୍ଦ୍ର ଓ ଘାତଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ। ନିଜର ଲୋକ ମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ବାଣିଜ୍ୟ, ବ୍ୟବସାୟ…
ମେଷ ରାଶି- ଆଜି ଦିନର ପୂର୍ଣ୍ଣ ଲାଭ ପ୍ରାପ୍ତ କରିବା ପାଇଁ ଆପଣଙ୍କୁ ଅନାବଶ୍ୟକ ଯୁକ୍ତିତର୍କ ଏବଂ ପ୍ରତିକୂଳ ମନୋଭାବରୁ ଦୂରେଇ ରହିବାକୁ ପଡ଼ିବ। ନଚେତ୍ ଏହା ଆପଣଙ୍କ ସ୍ୱାସ୍ଥ୍ୟ ଏବଂ ମାନସିକ ଶାନ୍ତି ଉପରେ ଖରାପ ପ୍ରଭାବ ପକାଇପାରେ। କର୍ମକ୍ଷେତ୍ରରେ…