ରାଶିଫଳ ଆଜି, ୩ ଫେବୃଆରୀ, ମଙ୍ଗଳବାର

ମେଷ ରାଶି :​ଆପଣଙ୍କ ପାଇଁ ଆର୍ଥିକ ଅଭିବୃଦ୍ଧିର ଶୁଭ ସଂକେତ ମିଳୁଛି, ଯାହାଫଳରେ ଦୀର୍ଘ ଦିନରୁ ଅଟକି ରହିଥିବା ବକେୟା ଅର୍ଥ ସହଜରେ ପ୍ରାପ୍ତି ହେବ। ମନରେ ଆଧ୍ୟାତ୍ମିକ ଭାବନା ଜାଗ୍ରତ ହେବ ଏବଂ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରି ଅପାର…

ରାଶିଫଳ ଆଜି, ୨ ଫେବୃଆରୀ, ସୋମବାର

ମେଷ : ସକାଳ ୭ଟା ୫୧ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର, ସୋମବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ନୂତନ…

ରାଶିଫଳ ଆଜି, ୧ ମାର୍ଚ୍ଚ ରବିବାର

ମେଷଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। ଆତ୍ମୀୟ ସୁବିଧାବାଦୀ ଭଳି କାମ କଲେ ମଧ୍ୟ ଆପଣଙ୍କୁ କିଛି ଫରକ ପଡ଼ିବ…

ରାଶିଫଳ ଆଜି, ୨୮ ଫେବୃଆରୀ, ଶନିବାର

ମେଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନ÷ତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କତା…

ରାଶିଫଳ ଆଜି, ୨୭ ଫେବୃଆରୀ, ଶୁକ୍ରବାର.

ମେଷ : ତୃତୀୟ ଚନ୍ଦ୍ର, ଦଶମୀ ତିଥି, ଶୁକ୍ରବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ…

ରାଶିଫଳ ଆଜି, ୨୬ ଫେବୃଆରୀ, ଗୁରୁବାର

ମେଷ : ତୃତୀୟ ଚନ୍ଦ୍ର, ଦଶମୀ ତିଥି, ଗୁରୁବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର…

ରାଶିଫଳ ଆଜି, ୨୫ ଫେବୃଆରୀ, ବୁଧବାର

ମେଷ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ…

ରାଶିଫଳ ଆଜି, ୨୪ ଫେବୃଆରୀ, ମଙ୍ଗଳବାର

ମେଷ : ଦ୍ୱିତୀୟଚନ୍ଦ୍ର, ମଙ୍ଗଳବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ।ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି…

ରାଶିଫଳ ଆଜି, ୨୩ ଫେବ୍ରୁଆରୀ, ସୋମବାର

ମେଷଏହି ରାଶିର ବ୍ୟକ୍ତିମାନେ ଆଜି ନିଜ ପରିବାର ଲୋକଙ୍କ ସହିତ କୌଣସି ମାଙ୍ଗଳିକ କାର୍ଯ୍ୟ କିମ୍ବା ଶୁଭ ଉତ୍ସବରେ ଯୋଗ ଦେବାର ସୁଯୋଗ ପାଇବେ। ବହୁ ଦିନରୁ ପଡ଼ି ରହିଥିବା କିମ୍ବା ଅଟକି ଯାଇଥିବା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଗୁଡ଼ିକ ଆଜି ସଫଳତାର ସହ…

ରାଶିଫଳ ଆଜି, ୨୨ ଫେବୃଆରୀ, ରବିବାର

ମେଷ : ଘାତବାର, ଘାତଚନ୍ଦ୍ର ପୂର୍ବାହ୍ଣ ୧୧ଟା ୧୦ ମିନିଟ୍ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ,…

error: Content is protected !!